Another Low Pressure Brewing In Bay Of Bengal; Heavy Rain Warning For Odisha From Aug 27 |Argus News

2 days ago 3
ARTICLE AD BOX


Another Low Pressure Brewing In Bay Of Bengal; Heavy Rain Warning For Odisha From Aug 27 | Argus News ପୁଣି ଲଘୁଚାପ । ରାଜ୍ୟରେ ପୁଣି ବର୍ଷା ସମ୍ଭାବନା। ଆସନ୍ତା ୨୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସିଷ୍ଟମ୍ ଅଧିକ ଘନୀଭୂତ ହୋଇ ଅଗଷ୍ଟ ୨୯ ଓ ୩୦ ତାରିଖ ବେଳକୁ ଏକ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। Otra baja presión. Se esperan lluvias nuevamente en el estado. El Departamento Meteorológico ha pronosticado que se formará una circulación ciclónica sobre el noroeste de la Bahía de Bengala y el norte de Odisha adyacente para el día 28. Es probable que este sistema se intensifique aún más y se convierta en una zona de baja presión entre el 29 y el 30 de agosto. #OdishaWeather #LowPressure #RainAlert #OdishaRain #IMD #WeatherForecast #Monsoon2026 #BayOfBengal #CoastalOdisha #NorthOdisha #RainUpdate #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.