ARTICLE AD BOX
Baitarani Flood Fury: 30-Foot Embankment Breach Isolates Bahania Village in Bhandaripokhari ବାହ୍ୟ ଜଗତରୁ ବିଚ୍ଛିନ୍ନ ହେଲା ବାହାଣିଆ। ୩୦ ଫୁଟ ଘାଇ ଯୋଗୁଁ ଯାତାୟାତ ଠପ୍ । ବୈତରଣୀ ନଦୀରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ଯୋଗୁଁ ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁର ପଞ୍ଚାୟତର ବାହାଣିଆ ଗାଁରେ ଏକ ଘାଇ ସୃଷ୍ଟି ହୋଇଛି l ବନ୍ୟା ଜଳର ପ୍ରଚଣ୍ଡ ପ୍ରବାହ କାରଣରୁ ଗାଁର ମୁଖ୍ୟ ରାସ୍ତାରେ ପ୍ରାୟ ୩୦ ଫୁଟର ଏକ ବିରାଟ ଘାଇ ସୃଷ୍ଟି ହୋଇଛି, ଯାହା ଫଳରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି l Bahania cut off from the outside world. Traffic disrupted due to 30-foot deep gorge. The catastrophic flood in the Baitarani River has created a gorge in Bahania village of Solampur panchayat of Bhandari Pokhari block. Due to the violent flow of flood water, a huge gorge of about 30 feet has been created on the main road of the village, due to which traffic has been completely disrupted. #BaitaraniFlood #Bhandaripokhari #BahaniaVillage #EmbankmentBreach #OdishaFlood #FloodFury #Waterlogging #BhadrakNews #OdishaRain #BreakingNewsOdisha #RuralOdisha #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
6


