Bombing: ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଛାତ୍ରାବାସରେ ବୋମାମାଡ

2 weeks ago 6
ARTICLE AD BOX

ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଅଶାନ୍ତ ହୋଇପଡିଲାଣି କଲେଜ କ୍ୟାମ୍ପସ | ଯାଜପୁର ବ୍ୟାସନଗର ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ଗତକାଲି ରାତିରେ ଏଭଳି ଘଟଣା ଦେଖିବାକୁ ମିଳିଛି

 ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଛାତ୍ରାବାସରେ ବୋମାମାଡ

ଯାଜପୁର: ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଅଶାନ୍ତ ହୋଇପଡିଲାଣି କଲେଜ କ୍ୟାମ୍ପସ | ଯାଜପୁର ବ୍ୟାସନଗର ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ଗତକାଲି ରାତିରେ ଏଭଳି ଘଟଣା ଦେଖିବାକୁ ମିଳିଛି | ସୂଚନା ମୁତାବକ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଇନ୍ଦ୍ରଧନୁ ବାଳକ ଛାତ୍ରାବାସରେ ବୋମାମାଡ ହୋଇଛି | ଏହି ବୋମାମାଡ ଘଟଣାରେ ଏବେ ପୁଲିସ ଓ ବୋମା ନିଷ୍କ୍ରିୟକାରୀ ଦଳ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି ।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.