Warning: session_start(): open(/home/z0bkvexwnqtm/public_html/cgpt.in/src/var/sessions/sess_jd0jdb9f4iompn89u9lo1t981q, O_RDWR) failed: Disk quota exceeded (122) in /home/z0bkvexwnqtm/public_html/cgpt.in/src/bootstrap.php on line 59

Warning: session_start(): Failed to read session data: files (path: /home/z0bkvexwnqtm/public_html/cgpt.in/src/var/sessions) in /home/z0bkvexwnqtm/public_html/cgpt.in/src/bootstrap.php on line 59
CM Mohan Majhi’s 10-Point Guidelines for Odisha Police at DGP-IGP Conference | Argus News - CGPT.IN

CM Mohan Majhi’s 10-Point Guidelines for Odisha Police at DGP-IGP Conference | Argus News

1 hour ago 2
ARTICLE AD BOX


CM Mohan Majhi’s 10-Point Guidelines for Odisha Police at DGP-IGP Conference | Argus News ଭୁବନେଶ୍ବରରେ ଆୟୋଜିତ ହୋଇଯାଇଛି ରାଜ୍ୟ ସ୍ତରୀୟ ଡିଜିପି ଆଇଜିପି ସମ୍ମିଳନୀ । ଏଥିରେ ପୋଲିସ ବିଭାଗକୁ ମୁଖ୍ୟମନ୍ତ୍ରୀ ୧୦ ମାର୍ଗଦର୍ଶନ ଦେଇଛନ୍ତି । ସେଗୁଡିକ ହେଲା- ଜିରୋ ଟଲରେନ୍ସ ନୀତି, ଦଣ୍ଡବିଧାନ ହାର ବୃଦ୍ଧି, ନିଶାମୁକ୍ତ ଓଡ଼ିଶା, ତଟରେଖା ଓ ସାମୁଦ୍ରିକ ସୁରକ୍ଷା, ସାଇବର ସୁରକ୍ଷା ଓ ଡାର୍କ ୱେବ୍, ଗୁଇନ୍ଦା ବ୍ୟବସ୍ଥାର ସୁଦୃଢ଼ୀକରଣ, ଥାନା ଆଧୁନିକୀକରଣ , ପୋଲିସର ଜନସାଧାରଣଙ୍କ ପ୍ରତି ନମ୍ର, ସମ୍ବେଦନଶୀଳ ଓ ଭରସାଯୋଗ୍ୟ ବ୍ୟବହାର, 'ଦାଦା ବଟି' ଓ ଚାନ୍ଦା ଆଦାୟ ଉପରେ ରୋକ୍, ଦୁର୍ନୀତିମୁକ୍ତ ଓ ସମର୍ପିତ ପୋଲିସିଂ । ଡିଜିପି-ଆଇଜିପି ସମ୍ମିଳନୀରେ ଭବିଷ୍ୟତର 'ସ୍ମାର୍ଟ ପୋଲିସିଂ'ର ବ୍ଲୁ-ପ୍ରିଣ୍ଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳାବିରୋଧୀ ହିଂସାରେ ଦଣ୍ଡବିଧାନ ହାର ୪୦ ପ୍ରତିଶତକୁ ବୃଦ୍ଧି ପାଇଛି । ଏହାକୁ ଅତି କମ୍‌ ରେ ୭୫%କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ । ତଦନ୍ତ ପ୍ରକ୍ରିୟାରେ ବୃତ୍ତିଗତ ଦକ୍ଷତା, ଟେକ୍ନୋଲୋଜିର ବ୍ୟବହାର ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ କରିଛନ୍ତି । Chief Minister Mohan Charan Majhi unveiled a strategic blueprint for 'Smart Policing' during the State-level DGP-IGP conference in Bhubaneswar. Outlining 10 key guidelines, the CM emphasized zero tolerance towards criminals, cracking down on 'Dada Bati' (extortion), and destroying drug syndicates. He set an ambitious target to increase the conviction rate in crimes against women to 75%. The guidelines also focus on coastal security, cyber safety, and modernizing police stations to be more people-friendly. Watch to know how these reforms will reshape Odisha's law and order. #MohanMajhi #OdishaPolice #DGPConference #SmartPolicing #CrimeFreeOdisha #LawAndOrder #BhubaneswarNews #PoliceReform #OdishaGovernance #BreakingNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.