ARTICLE AD BOX
Cuttack Road Condition: Potholes Turn Into De@th Traps For Commuters In Silver City | Argus News କଟକ ସହରର ବିଭିନ୍ନ ମୁଖ୍ୟ ରାସ୍ତା ଏବେ ମରଣଯନ୍ତା ପାଲଟିଥିବା ବେଳେ ବର୍ଷା ଯୋଗୁଁ ଲୋକଙ୍କ ଦୁର୍ଦ୍ଦଶା ଦ୍ଵିଗୁଣିତ ହୋଇଛି। ମଧୁପଟଣା, ଖାନନଗର ଓ ପୁରୀଘାଟ ଅଞ୍ଚଳରେ ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡିଥିବାରୁ ପାର୍ବଣ ପୂର୍ବରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ମରାମତି ପାଇଁ ସିଏମସି ମେୟର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ସ୍ଥାୟୀ ସମାଧାନ କେବେ ହେବ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। #CuttackRoads #SilverCity #CuttackNews #Potholes #RoadSafety #CMC #SubhashSingh #OdishaRain #FestiveSeason #CuttackDiaries #Infrastructure #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

6 days ago
4


