ARTICLE AD BOX
Dharmendra Pradhan Mourns Demise Of Legendary Singer Pranab Patnaik | Argus News ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଏକ୍ସ ପୋଷ୍ଟରେଶୋକବ୍ୟକ୍ତ କରିଛନ୍ତି ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଦୀର୍ଘ ଦଶନ୍ଧି ଧରି ନିଜର ସୁମଧୁର କଣ୍ଠ ଓ ଗାୟନ ଶୈଳୀରେ ସେ ଶ୍ରୋତାଙ୍କ ମନରେ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶାର ସଙ୍ଗୀତ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ସାଂସଦ । I am saddened and heartbroken to hear the news of the demise of Odisha's eminent vocalist Pranab Patnaik. Sambalpur MP Dharmendra Pradhan expressed his condolences in an ex-post. For decades, he had created a special place in the hearts of the listeners with his melodious voice and singing style. His demise has created an irreplaceable void in the world of Odisha music. The MP prayed for the eternal peace of the departed soul and expressed his condolences to the bereaved family. #PranabPatnaik #DharmendraPradhan #OdiaSinger #RIPPranabPatnaik #OdishaMusic #Tribute #OdiaCulture #SambalpurMP #MusicLegend #OdishaNews #OdiaNews #BreakingNews #ArgusNews #LegendaryVoice #OdishaMourns ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

6 days ago
4


