ARTICLE AD BOX
Divyastra Mk3: India's First Indigenous Jet-Powered Loitering Munition Tested | Argus News ଦିବ୍ୟାସ୍ତ୍ର Mk3'ର ସଫଳ ପରୀକ୍ଷଣ। ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ। ସଫଳ ଉଡ଼ାଣ ଭରିଛି ଦେଶର ପ୍ରଥମ ସ୍ୱଦେଶୀ ଜେଟ୍-ଚାଳିତ ଲୋଟରିଂ ମ୍ୟୁନିସନ। କାୱା ୟୁଏଭି ପ୍ରାଇଭେଟ୍ ଲିମିଟେଡ୍ ଦ୍ୱାରା ଏହାର ନିର୍ମାଣ କରାଯାଇଛି। ଏହି ଅତ୍ୟାଧୁନିକ ପ୍ରିସିସନ ଷ୍ଟ୍ରାଇକ୍ ସିଷ୍ଟମ୍ ସମ୍ପୂର୍ଣ୍ଣ ଭାବରେ ଭାରତୀୟ କାରିଗରୀ କୌଶଳରେ ବିକଶିତ କରାଯାଇଛି। Successful test firing of 'Divyastra Mk3'. India has set another milestone in the field of defence. The country's first indigenous jet-propelled loitering munition has been successfully flown. It has been manufactured by Kawa UAV Private Limited. This state-of-the-art precision strike system has been developed entirely with Indian expertise. #DivyastraMk3 #DefenseNews #AtmanirbharBharat #MadeInIndia #IndianArmy #JetPoweredDrone #LoiteringMunition #KawaUAV #IndiaDefense #DefenseTechnology #NewWeapon #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
6


