ARTICLE AD BOX
ଇଣ୍ଡୋନେସିଆର ସୁମ୍ବାୱା ଅଞ୍ଚଳରେ ରବିବାର ସକାଳୁ ଏକ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ଥିବା ଜାତୀୟ ଗଣମାଧ୍ୟମ ରିପୋର୍ଟ କରିଛି। ତେବେ ଭୂକମ୍ପ ଯୋଗୁଁ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇ ନଥିବା ଜଣାଯାଇଛି।
Earthquake in Iranଜାକର୍ତ୍ତା: ଇଣ୍ଡୋନେସିଆର ସୁମ୍ବାୱା ଅଞ୍ଚଳରେ ରବିବାର ସକାଳୁ ଏକ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ଥିବା ଜାତୀୟ ଗଣମାଧ୍ୟମ ରିପୋର୍ଟ କରିଛି। ତେବେ ଭୂକମ୍ପ ଯୋଗୁଁ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇ ନଥିବା ଜଣାଯାଇଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

3 weeks ago
7


