ARTICLE AD BOX
Eminent Writer & Social Worker Shantilata Rath Passes Away At 84 | Argus News ପଦ୍ମଭୂଷଣ ସ୍ୱର୍ଗତ ରମାକାନ୍ତ ରଥଙ୍କ ଧର୍ମପତ୍ନୀ ତଥା ବିଶିଷ୍ଟ ଲେଖିକା ଶାନ୍ତିଲତା ରଥଙ୍କ ପରଲୋକ । ୮୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ସମାଜସେବା ଓ ସାହିତ୍ୟ କ୍ଷେତ୍ରରେ ଶାନ୍ତିଲତାଙ୍କର ଅବଦାନ ରହିଥିଲା । ‘ଦୃଷ୍ଟିଦାନ’ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ସଭାପତି ଭାବେ ସେ ଦୃଷ୍ଟିଦାନ ଓ ସମାଜସେବା କ୍ଷେତ୍ରରେ କାର୍ଯ୍ୟ କରିଥିଲେ । Shantilata Rath, wife of Padma Bhushan late Ramakant Rath and eminent writer, passed away. She passed away at the age of 84. She had been ill for a long time. Shantilata contributed to the field of social service and literature. As the founder and president of the ‘Krishnadan’ organization, she worked in the field of social service and social service. #ShantilataRath #OdishaWriter #SocialWorker #SadDemise #BhubaneswarNews #Drustidana #OdiaLiterature #RamakantaRath #OdishaUpdate #RIP #Condolences #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

5 days ago
5


