ARTICLE AD BOX
ଭାରତୀୟ ହକି ଦଳ ବୁଧବାର ନେଦରଲାଣ୍ଡସ୍ର ଆମ୍ସଟଲଭେନ୍ ଷ୍ଟାଡିୟମରେ ବିଶ୍ବକପ୍ ୨୦୨୬ର ପୁଲ-ଡି ମୁକାବିଲାରେ ପାକିସ୍ତାନକୁ ୫-୩ ଗୋଲରେ ପରାସ୍ତ କରିଛି। ଭାରତ ଏବଂ ପାକିସ୍ତାନ ଟିମ୍ ମଧ୍ୟରେ ୧୬ ବର୍ଷର ଅପେକ୍ଷା ପରେ ବିଶ୍ବକପ୍ ମ୍ୟାଚ୍ ଖେଳାଯାଇଛି।
/sambad/media/media_files/2026/08/19/new-project-2-2026-08-19-20-38-52.jpg)
ନୂଆଦିଲ୍ଲୀ: ଭାରତୀୟ ହକି ଦଳ ବୁଧବାର ନେଦରଲାଣ୍ଡସ୍ର ଆମ୍ସଟଲଭେନ୍ ଷ୍ଟାଡିୟମରେ ବିଶ୍ବକପ୍ ୨୦୨୬ର ପୁଲ-ଡି ମୁକାବିଲାରେ ପାକିସ୍ତାନକୁ ୫-୩ ଗୋଲରେ ପରାସ୍ତ କରିଛି। ଭାରତ ଏବଂ ପାକିସ୍ତାନ ଟିମ୍ ମଧ୍ୟରେ ୧୬ ବର୍ଷର ଅପେକ୍ଷା ପରେ ବିଶ୍ବକପ୍ ମ୍ୟାଚ୍ ଖେଳାଯାଇଛି। ଉଭୟଙ୍କ ମଧ୍ୟରେ ୨୦୧୦ରେ ବିଶ୍ବକପ୍ରେ ମୁକାବିଲା ହୋଇଥିଲା। ସେହି ମ୍ୟାଚ୍ରେ ଭାରତ ୪-୧ଗୋଲ୍ରେ ପାକିସ୍ତାନକୁ ପରାସ୍ତ କରିଥିଲ। ଏବେ ପୁଣି ପାକିସ୍ତାନକୁ ଭାରତ ପରାସ୍ତ କରି କୋଟିକୋଟି ଭାରତୀୟ ହକିପ୍ରେମୀଙ୍କ ହୃଦୟ ଜିତିଛନ୍ତି ଆମ ଖେଳାଳି। ଏହି ବିଜୟ ସହିତ ଭାରତ ପରବର୍ତ୍ତୀ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିବା ବେଳେ ପାକିସ୍ତାନର ବିଦାୟ ହୋଇଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 week ago
4


