ARTICLE AD BOX
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମ ପଞ୍ଚାୟତସ୍ତରରେ ନିର୍ବାଚିତ ଜନପ୍ରତିନିଧି ରୂପେ କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ଛଅ ମାସର ସମ୍ମାନ ରାଶି(Honorarium) ମଂଜୁର କରିଛନ୍ତି। ଏଥିପାଇଁ ସମୁଦାୟ ୫୬ କୋଟି ୫୫ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ ନିମନ୍ତେ ମଂଜୁର ହୋଇଛି।
Advertisment
ସୂଚନାଯୋଗ୍ୟ ଯେ, ପିଛିଲା ୦୧.୦୪.୨୦୨୬ରୁ ୩୦.୦୯.୨୦୨୬ ପର୍ଯ୍ୟନ୍ତ, ୬ ମାସର ଏହି ସମ୍ମାନ ରାଶି ପ୍ରଦାନ କରାଯିବ। ସରପଞ୍ଚମାନେ ୧୦ ହଜାର ଟଙ୍କା ଓ ନାଏବ ସରପଞ୍ଚମାନେ ୪ ହଜାର ଟଙ୍କା ଲେଖାଏଁ ଏହି ସମ୍ମାନ ରାଶି ପାଇବେ।

1 week ago
5


