ARTICLE AD BOX
ମେଷ: ଆପଣ ଆତ୍ମବିଶ୍ବାସରେ ପରିପୂର୍ଣ୍ଣ ରହିବେ। କାର୍ଯ୍ୟକ୍ଷେତ୍ରରେ ବୃଦ୍ଧି ଲାଗି ସୁଯୋଗ ପାଇବେ। ପରିବାର ଲୋକଙ୍କ ସହିତ ସମ୍ବନ୍ଧରେ ମଧୁରତା ବଢ଼ିବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ।
/sambad/media/post_attachments/sites/default/files/2026/09/26/1984617-1-3-5-599087.jpg)
ବୃଷ: ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ହେବ। ନିଜର ଧ୍ୟାନ ଲକ୍ଷ୍ୟ ଆଡ଼କୁ ସଜାଇ ରଖିବେ। ଜୀବନସାଥୀ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ।
/sambad/media/post_attachments/sites/default/files/2026/09/26/1984616-2-3-767498.jpg)
ମିଥୁନ: ବିଶେଷ କାମ ପାଇଁ ଆପଣଙ୍କ ମନରେ ନୂଆ ବିଚାର ଆସିବ। ଜମି ଲାଗି ଆପଣଙ୍କୁ ଭଲ ଡିଲ୍ ମିଳିବ। ରାଜନୀତିରେ ମହତ୍ବାକାଂକ୍ଷା ପୂରା ହେବ। ବନ୍ଧୁଙ୍କ ସହ ସମ୍ବନ୍ଧ ମଧୁର ହେବ।
/sambad/media/post_attachments/sites/default/files/2026/09/26/1984615-3-3-878080.jpg)
କର୍କଟ: ଜୀବନକୁ ସୁନ୍ଦର କରିବା ଲାଗି ସୁଯୋଗ ପାଇବେ। ପାରିବାରିକ ଜୀବନରେ ସୁଖଶାନ୍ତି ବଜାୟ ରହିବ। ବ୍ୟବସାୟ ସମ୍ବନ୍ଧୀୟ ଲୋକଙ୍କ ସହ ଯୋଡ଼ିବାର ଅବସର ପାଇବେ।
/sambad/media/post_attachments/sites/default/files/2026/09/26/1984614-4-3-229600.jpg)
ସିଂହ: ଚାକିରି ବୃତ୍ତି ମାମଲରେ ପରିସ୍ଥିତି ଭଲ ରହିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ଶିକ୍ଷାକ୍ଷେତ୍ରରେ ଭଲ ପରିଣାମ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ।
/sambad/media/post_attachments/sites/default/files/2026/09/26/1984613-5-3-398876.jpg)
କନ୍ୟା: ଅର୍ଥ ସଂପର୍କିତ ମାମଲାରେ ବୁଦ୍ଧିମତ୍ତାରେ କାମ କରନ୍ତୁ। ଅଧିକାରୀମାନଙ୍କ ସହ ଭଲ ତାଳମେଳ ରଖନ୍ତୁ। ବ୍ୟବସାୟର ନୂଆ ଦିଗ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ।
/sambad/media/post_attachments/sites/default/files/2026/09/26/1984612-6-3-648635.jpg)
ଆହୁରି ପଢ଼ନ୍ତୁ- Puri Jagannath: ଶ୍ରୀମନ୍ଦିର ଧୁକୁଡ଼ି ଦ୍ୱାର ନିକଟରେ ଭକ୍ତଙ୍କ ବାନ୍ତି; ଦେଢ଼ ଘଣ୍ଟା ଦର୍ଶନ ବନ୍ଦ
ତୁଳା: ଆପଣ ଭାବିଥିବା ସବୁ କାମ ସଂପୂର୍ଣ୍ଣ ହୋଇଯିବ। ଜୀବନସାଥୀର ପୂରା ସହଯୋଗ ପାଇବେ। ଆପଣଙ୍କର ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। କୌଣସି ନୂଆ ବ୍ୟବସାୟରେ ପୁଞ୍ଜି ଲଗାଇବା ପାଇଁ ଭାବିବେ।
/sambad/media/post_attachments/sites/default/files/2026/09/26/1984611-7-3-389196.jpg)
ବିଛା: ଆପଣଙ୍କୁ ଭାଗ୍ୟର ପୂରା ସହଯୋଗ ମିଳିବ। ଜୀବନସାଥୀର ବ୍ୟବହାରରେ ପ୍ରଭାବିତ ହେବେ। ଲିଖନ କାର୍ଯ୍ୟ କରୁଥିବା ଲୋକଙ୍କର ପ୍ରଶଂସା ହେବ। ପ୍ରେମ ଜୀବନ ଭଲ ରହିବ।
/sambad/media/post_attachments/sites/default/files/2026/09/26/1984610-8-3-709820.jpg)
ଧନୁ: ପରିବାର ଲୋକଙ୍କ ଆବଶ୍ୟକତାକୁ ପୂରା କରିବାକୁ ଚେଷ୍ଟା କରିବେ। ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ଲୋକଙ୍କ ଲାଗି ଦିନଟି ଭଲ। ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
/sambad/media/post_attachments/sites/default/files/2026/09/26/1984609-9-3-952398.jpg)
ମକର: ଜୀବନଶୈଳୀ ପରିବର୍ତ୍ତନ କରିବା ଦରକାର। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ଆପଣ ବିଲଡର୍ ହୋଇଥିଲେ ଭାବିଚିନ୍ତି ପୁଞ୍ଜି ନିବେଶ କରନ୍ତୁ। ପ୍ରେମ ସମ୍ବନ୍ଧରେ ସଫଳତା ପାଇବେ।
/sambad/media/post_attachments/sites/default/files/2026/09/26/1984608-10-3-730626.jpg)
କୁମ୍ଭ: ସାମାଜିକ କାର୍ଯ୍ୟରେ ସହଯୋଗ କରିବେ। ଲେଖାପଢ଼ା ପ୍ରତି ଆପଣଙ୍କର ରୁଚି ବଢ଼ିବ। ଭାଗ୍ୟର ସହଯୋଗ ମିଳିବା ଯୋଗୁଁ ସବୁ କାମ ନିର୍ଦ୍ଧାରିତ ସମୟରେ ପୂରା ହୋଇଯିବ।
/sambad/media/post_attachments/sites/default/files/2026/09/26/1984607-11-3-332998.jpg)
ମୀନ: ଆପଣଙ୍କର ମନୋଭାବ ଭଲ ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଅଫିସରେ ଆପଣଙ୍କ କାମର ସହକର୍ମୀ ପ୍ରଶଂସା କରିବେ। ଖେଳାଳୀମାନଙ୍କ ଲାଗି ଦିନଟି ଭଲ।
/sambad/media/post_attachments/sites/default/files/2026/09/26/1984607-11-3-720081.jpg)

1 hour ago
2


