Horoscope 2026 November 14: ଜାଣନ୍ତୁ ଆଜିର ରାଶିଫଳ...

1 hour ago 3
ARTICLE AD BOX

‌ମେ‌ଷ: ଛୋଟମୋଟ କାମରେ ସକାରାତ୍ମକ ଫଳ ପାଇବେ। କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହୋଇପାରେ। ଅନ୍ୟମାନଙ୍କ ଆଗରେ ନିଜର କଥା ସ୍ପଷ୍ଟଭାବେ କହି ପାରିବେ।

Aries

ବୃଷ: ଆର୍ଥିକ ମାମଲାରେ କାହାରି ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା କରନ୍ତୁ ନାହିଁ। ପେସାଦାର ବ୍ୟବସାୟୀ ଭାଗ୍ୟର ପୂରା ସହଯୋଗ ପଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ‌

Taurus

ମିଥୁନ: ପ୍ରଭୁ ଆରାଧନାରେ ମନ ଲଗାଇବେ। ରାଜନୀତିକ ଲୋକଙ୍କର ସାମାଜିକ ପ୍ରତିଷ୍ଠା ବଢ଼ିବ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କର ପଦୋନ୍ନତି ହୋଇପାରେ। ବୈବାହିକ ଜୀବନ ସୁଖମୟ ହେବ। ‌

Gemini

କର୍କଟ: କାହାରି ଅଧିକ ଆଲୋଚନା କରନ୍ତୁ ନାହିଁ। ଆପଣ ପ୍ରତ୍ୟେକ କାମ ନିଜେ କରନ୍ତୁ। ସନ୍ତାନ ପକ୍ଷରୁ ସୁଖଦ ଖବର ମିଳିବାର ଯୋଗ ଅଛି। ନୂଆ ଜମି କିଣିବାକୁ ମନସ୍ଥ କରିବେ। ଦାମ୍ପତ୍ୟ ଜୀବନ ଭଲ ରହିବ।

Cancer
ସିଂହ: ନିତିଦିନିଆ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ଆପଣଙ୍କର ନୂଆ କୌଶଳ ଆପଣଙ୍କ ବ୍ୟବସାୟକୁ ଆଗକୁ ବଢ଼ାଇବ। ପ୍ରେମୀଯୁଗଳ ବାହାରକୁ ବୁଲି ଯିବେ। ଛାତ୍ରଛାତ୍ରୀଙ୍କ ଲାଗି ସମୟ ଶୁଭ। ‌  

Leo

କନ୍ୟା: କୌଣସି ଜଟିଳ ମାମଲାର ସମାଧାନ ବାହାରିବ। କୃଷିକ୍ଷେତ୍ରରେ ଥିବା ଲୋକଙ୍କୁ ଧନଲାଭ ହେବ। ଅଫିସରେ କୌଣସି ସହକର୍ମୀଙ୍କୁ ସାହାଯ୍ୟ କରିବେ। ବିଦ୍ୟାର୍ଥୀଙ୍କୁ ଶିକ୍ଷକଙ୍କର ସହଯୋଗ ମିଳିବ।

Virgo

ଆହୁରି ପଢ଼ନ୍ତୁ- Rahul Gandhi: ମୋ ଫୋନ୍‌ରେ ମୋଦୀଙ୍କ ବିରୋଧରେ ପ୍ରମାଣ ଅଛି, ଯାହାକୁ ସେ ଟ୍ୟାପ୍ କରୁଛନ୍ତି: ରାହୁଲଙ୍କ ଅଭିଯୋଗ

ତୁଳା: ଆପଣଙ୍କର ଖୁସ୍ ମିଜାଜ ବ୍ୟବହାର ଲୋକମାନଙ୍କୁ ଆକର୍ଷିତ କରିବ। ଅର୍ଡର୍‌ ସପ୍ଲାଇଙ୍କୁ ଲାଭ ହେବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ‌

Libra
ବିଛା: ଆପଣଙ୍କ ଭିତରେ ସକାରାତ୍ମକତା ଆସିବ। ବ୍ୟବସାୟରେ ଆପଣଙ୍କୁ ଲାଭ ହିଁ ଲାଭ ହେବ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ମନୋବଳ ମଜଭୁତ ପାଇଁ ଯୋଗ କରନ୍ତୁ।  

Scorpio

ଧନୁ: ବେପାରୀଙ୍କ ଲାଗି ଦିନଟି ଭଲ। ଅଫିସରେ ଆପଣଙ୍କ କାମ ଦେଖି କତୃପକ୍ଷ ପଦୋନ୍ନତି ପାଇଁ ବିଚାର କରିବେ। ସନ୍ଧ୍ୟାରେ ଭାଇ ଭଉଣୀଙ୍କ ସହ ସମୟ ଅତିବାହିତ କରିବେ। କଳାଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ‌

Sagittarius

ମକର: ଆପଣଙ୍କ ମନରେ ବିଶେଷ ବିଚାର ଆସିବ। ବ୍ୟବସାୟରେ କୌଣସି ବଡ଼ ସଫଳତା ପାଇବେ। କୋର୍ଟ କଚେରି ମାମଲାରେ କିଛି ବାଧା ଆସିପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ।

Capricorn
କୁମ୍ଭ: ଆପଣଙ୍କର ଭାଗ୍ୟ ଦ୍ବାର ଖୋଲିବ। ପ୍ରତିଟି କାମରେ ଭଲ ପରିଣାମ ପାଇବେ। କୌଣସି ବଡ଼ ପ୍ରୋଜେକ୍ଟରେ ପୁଞ୍ଜି ଲଗାଇବା ପାଇଁ ଭାବୁଥିଲେ କୌଣସି ବୁଦ୍ଧିମାନ ବ୍ୟକ୍ତିଙ୍କ ମତ ନିଅନ୍ତୁ।

Aquarius

ମୀନ: ନିଜ କାମ ଉପରେ ପୂରା ଧ୍ୟାନକେନ୍ଦ୍ରିତ କରି ରଖନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ଲୋକ କୌଣସି ସମାରୋହକୁ ଯିବାର ମଉକା ପାଇବେ। ଦାମ୍ପତ୍ୟ ଜୀବନରେ ନୂଆ ନୂଆ ଖୁସି ଆସିବ।  ‌ ‌

Aquarius

Read Entire Article
LEFT SIDEBAR AD

Hidden in mobile, Best for skyscrapers.