Ind vs WI 3rd ODI: ୱେଷ୍ଟଇଣ୍ତିଜ୍‌ ଆଗରେ ୩୫୨ ରନ୍‌ର ବିଜୟ ଲକ୍ଷ୍ୟ ରଖିଲା ଭାରତ

3 weeks ago 8
ARTICLE AD BOX

ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ୍‌ର ଦିନିକିଆ ଶୃଙ୍ଖଳାର ତୃତୀୟ ତଥା ଅନ୍ତିମ ମୁକାବିଲା ଆଜି ଜାରି ରହିଛି। ଉଭୟ ଟିମ୍‌ ମଧ୍ୟରେ ଏହି ମ୍ୟାଚ୍‌ ନ୍ୟୁ ଚଣ୍ଡିଗଡ଼ର ମହାରାଜ ୟଦବିନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଉଛି।

 ୱେଷ୍ଟଇଣ୍ତିଜ୍‌ ଆଗରେ ୩୫୨ ରନ୍‌ର ବିଜୟ ଲକ୍ଷ୍ୟ ରଖିଲା ଭାରତ

ନ୍ୟୁ ଚଣ୍ଡିଗଡ଼: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ୍‌ର ଦିନିକିଆ ଶୃଙ୍ଖଳାର ତୃତୀୟ ତଥା ଅନ୍ତିମ ମୁକାବିଲା ଆଜି ଜାରି ରହିଛି। ଉଭୟ ଟିମ୍‌ ମଧ୍ୟରେ ଏହି ମ୍ୟାଚ୍‌ ନ୍ୟୁ ଚଣ୍ଡିଗଡ଼ର ମହାରାଜ ୟଦବିନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଉଛି। ଟସ୍‌ ଜିଣି ଭାରତୀୟ ଟିମ୍‌ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। କେଏଲ୍‌ ରାହୁଲଙ୍କ ଶତକ ଏବଂ ରୋହିତ ଶର୍ମାଙ୍କ ଅର୍ଦ୍ଧଶତକ ବଳରେ ଭାରତ ୫୦ ଓଭରରେ ୭ଟି ୱିକେଟ୍‌ ହରାଇ ୩୫୧ ରନ୍‌ ସଂଗ୍ରହ କରିଛି। ଫଳରେ ଅତିଥି ଦଳକୁ ଏହି ମ୍ୟାଚ୍‌ ଜିତିବା ପାଇଁ ୩୫୨ ରନ୍‌ର ଲକ୍ଷ୍ୟ ମିଳିଛି।

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.