IPS: ୬ ଆଇପିଏସ୍‌ଙ୍କ ଦାୟିତ୍ବ ବଦଳିଲା

5 days ago 3
ARTICLE AD BOX

ଭୁବନେଶ୍ବର: ରାଜ୍ୟ ସରକାର ଆଜି ୬ ଜଣ ଆଇପିଏସ୍‌ ଅଧିକାରୀଙ୍କୁ ବଦଳି କରିଛନ୍ତି। ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଓ ଏସ୍‌ଟିଏଫ୍‌ର ଆଇଜି, ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇଙ୍କୁ ଗୁଇନ୍ଦା ଆଇଜି ଭାବେ ନିଯୁକ୍ତି ମିଳିଛି।

Women entrepreneurs Odisha: ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’

ଗୁଇନ୍ଦା ଆଇଜି ଥିବା ଜୟନାରାୟଣ ପଙ୍କଜଙ୍କୁ ଦକ୍ଷିଣାଞ୍ଚଳ ଆଇଜି, ସେଠାରେ ଥିବା ଆଇଜି ନୀତିଶେଖରଙ୍କୁ ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ଚରଣ ସିଂହ ମୀନାଙ୍କୁ ଉତ୍ତରାଞ୍ଚଳ ଡିଆଇଜି ଓ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୨୦୧୦ ବ୍ୟାଚ୍‌ର ଆଶିଷ କୁମାର ସିଂହଙ୍କୁ ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଦାୟିତ୍ବ ମିଳିଛି।

Protest: ଯନ୍ତର-ମନ୍ତରରେ ‘ଆରକ୍ଷଣ ହଟାଅ’ ଆନ୍ଦୋଳନ, ୟୁଜିସି ନିୟମକୁ ନେଇ ବିକ୍ଷୋଭ

Read Entire Article
LEFT SIDEBAR AD

Hidden in mobile, Best for skyscrapers.