ARTICLE AD BOX
Jajpur Flood Situation Worsens | Over 170 Villages Submerged In Bari & Dasarathpur | Argus News ଯାଜପୁରରେ ବୈତରଣୀରେ ବନ୍ୟାଜଳ ଵୃଦ୍ଧି ପାଇଥିବା ବେଳେ ଏବଂ ବ୍ରାହ୍ମଣୀ ନଦୀରେ ବନ୍ୟା ଜଳ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ବୈତରଣୀ ନଦୀର ଆଖୁଆପଦା ଠାରେ ବିପଦ ସଙ୍କେତ ୧୮. ୩୩ ମିଟର ଥିବା ବେଳେ ସକାଳ ୭ଟା ସୁଦ୍ଧା ଏହା ୧୭.୮୯ମିଟର ତଳେ ପ୍ରବାହିତ ହେଉଛି। ସେହିପରି ବ୍ରାହ୍ମଣୀ ନଦୀର ଜେନାପୁର ଠାରେ ବିପଦ ସଙ୍କେତ ୬୭ଫୁଟ ଥିବା ବେଳେ ଏହା ଏବେ ସେହି ୬୩. ୮୦ଫୁଟ ତଳେ ପ୍ରବାହିତ ହେଉଛି। In Jajpur, flood water has risen in Baitarani and the flood water in Brahmani river is flowing below the danger mark. At Akhvapada of Baitarani river, the danger mark was 18.33 meters, while it was flowing below 17.89 meters as of 7 am. Similarly, at Jenapur of Brahmani river, the danger mark was 67 feet, while it is now flowing below the same 63.80 feet. #JajpurFlood #OdishaFloodUpdate #BaitaraniFlood #BrahmaniRiver #BariBlock #Dasarathpur #FloodAlertOdisha #OdishaMonsoon #CropDamage #KharasrotaRiver #JajpurNews #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
4


