Jaundice Outbreak In Dhenkanal: 9 Students Affected In Jiral Village | Health Alert | Argus News

2 days ago 2
ARTICLE AD BOX


Jaundice Outbreak In Dhenkanal: 9 Students Affected In Jiral Village | Health Alert | Argus News ଢେଙ୍କାନାଳ ଭୁବନ ବ୍ଲକ ଜିରାଳ ଗ୍ରାମ ତଳସାହିରେ ଜଣ୍ଡିସ ଆତଙ୍କ। ଜଣ୍ଡିସରେ ୯ ଜଣ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଥିବା ବେଳେ ୪୨ ଜଣଙ୍କର ରକ୍ତ ନମୁନା ସଂଗ୍ରହ କରାଯାଇଛି। ଫଳରେ ଘଟଣାସ୍ଥଳରେ ମଠକରଗୋଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତରୀ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆକ୍ରାନ୍ତ ସମସ୍ତେ ବିଦ୍ୟାଳୟର ଛାତ୍ରଛାତ୍ରୀ ବୋଲି ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ତେବେ ଦୂଷିତ ଜଳ ଯୋଗୁଁ ଜଣ୍ଡିସ ବ୍ୟାପିଥିବା ଆଶଙ୍କା କରାଯାଇଥିବା ବେଳେ ଗାଁର ପରିମଳ ବ୍ୟବସ୍ଥା ସ୍ୱଚ୍ଛ ରଖିବା ସହ ବିଶୁଦ୍ଧ ପାଣି ପିଇବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଇଛି। e ha registrado un brote de ictericia en la aldea de Telasahi, en Jiral, bloque de Bhuban, Dhenkanal. Nueve estudiantes han contraído la enfermedad y se han tomado muestras de sangre a 42 personas. Un equipo médico del Centro de Salud Comunitario de Mathakargola se ha desplazado al lugar e iniciado una investigación. Según las autoridades sanitarias, todos los afectados son alumnos de la escuela. Se sospecha que la ictericia se ha propagado debido a agua contaminada, por lo que el departamento de salud ha advertido a la población sobre la importancia de mantener limpio el sistema de saneamiento de la aldea y de consumir agua potable. #Dhenkanal #JaundiceOutbreak #HealthAlert #OdishaNews #BhubanBlock #JiralVillage #ContaminatedWater #PublicHealth #ArgusNews #LatestNews #DhenkanalNews #SchoolStudents #HealthEmergency #OdiaNews #BreakingNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.