ARTICLE AD BOX
ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡାଙ୍କ ଆଗୁଆ ଜାମିନ ଆବେଦନର ଅକ୍ଟୋବର ୩୦ରେ ପୂର୍ଣ୍ଣାଙ୍ଗ ଶୁଣାଣି ହେବ। ଆବେଦନକାରୀଙ୍କ ଅନୁରୋଧ ଅନୁସାରେ ଶୁକ୍ରବାରକୁ ଆଗୁଆ ଜାମିନ ଆବେଦନର ଶୁଣାଣି ପାଇଁ...
/sambad/media/media_files/2026/10/29/soumya-ranjan-bharati-2026-10-29-22-04-01.jpg)
କଟକ: ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆଗୁଆ ଜାମିନ ଆବେଦନର ଅକ୍ଟୋବର ୩୦ରେ ପୂର୍ଣ୍ଣାଙ୍ଗ ଶୁଣାଣି ହେବ। ଆବେଦନକାରୀଙ୍କ ଅନୁରୋଧ ଅନୁସାରେ ଶୁକ୍ରବାରକୁ ଆଗୁଆ ଜାମିନ ଆବେଦନର ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ଅକ୍ଟୋବର ୨୩ରେ ହାଇକୋର୍ଟ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି କରି କେସ ଡାଏରି ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।
Judgement: ଅଡୁଆରେ ବିଦ୍ୟାଭାରତୀ; ଅକ୍ଟୋବର ୧ ସୁଦ୍ଧା ହାଜର ହେବାକୁ ନିର୍ଦ୍ଦେଶ
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 hour ago
2


