ARTICLE AD BOX
ଅନୁଗୋଳ ଜିଲ୍ଲା ତାଳଚେର ଗୁରୁଜାଙ୍ଗ ହାଇସ୍କୁଲ ପଡ଼ିଆରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଜନ୍ମଶତବାର୍ଷିକୀ ମହୋତ୍ସବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଓ ସମ୍ବଲପୁର ସାଂସଦ
/sambad/media/media_files/2026/08/21/dswwww-2026-08-21-11-53-48.png)
ତାଳଚେର: ଅନୁଗୋଳଜିଲ୍ଲା ତାଳଚେର ଗୁରୁଜାଙ୍ଗ ହାଇସ୍କୁଲ ପଡ଼ିଆରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଜନ୍ମଶତବାର୍ଷିକୀ ମହୋତ୍ସବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଓ ସମ୍ବଲପୁର ସାଂସଦ | ଆଜି ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁଜାଙ୍ଗ ହାଇସ୍କୁଲ ପଡ଼ିଆରେ ପହଂଚିବା ପରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ଚାଲିଥିବା ଯଜ୍ଞରେ ପୂର୍ଣ୍ଣାହୁତି ଦେଇଥିଲେ । ପରେ ପାଖରେ ଥିବା ସାଧାରଣ ସଭାରେ ଯୋଗଦେଇ ସଭାସ୍ଥଳରେ ପହଁଚିଛନ୍ତି | ତେବେ ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ଢେଙ୍କାନାଳ ସାଂସଦ ରୁଦ୍ରନାରାୟଣ ପାଣିଙ୍କ ସହିତ ଅନୁଗୋଳ ଜିଲ୍ଲାର ସମସ୍ତ ବିଧାୟକ ଉପସ୍ଥିତ ଅଛନ୍ତି |
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

1 week ago
3


