ARTICLE AD BOX
Legendary Singer Pranab Patnaik Passes Away | Harerama Hare Krishna Chants At Residence | Argus News ହରେରାମ ହରେ କୃଷ୍ଣ" ସଂକୀର୍ତ୍ତନ ଧ୍ୱନିରେ ପ୍ରକମ୍ପିତ ହେଉଛି ବାସଭବନ, କିନ୍ତୁ ସବୁଦିନ ପାଇଁ ନିରବି ଯାଇଛନ୍ତି ଓଡ଼ିଆ ସଙ୍ଗୀତ ଜଗତର ଅଭୁଲା ସ୍ୱର ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଦୀର୍ଘ ଛଅ ଦଶନ୍ଧି ଧରି ଓଡ଼ିଆ ସଙ୍ଗୀତ ଦୁନିଆରେ ନିଜର ଆଧିପତ୍ୟ ବିସ୍ତାର କରିଥିବା ଏହି ମହାନ କଳାକାରଙ୍କ ଶେଷ ଦର୍ଶନ ପାଇଁ ବାସଭବନରେ ବିଶିଷ୍ଟ ବ୍ୟକ୍ତିଙ୍କ ଭିଡ଼ ଜମିଛି। The residence is vibrating with the chanting of "Hare Ram Hare Krishna", but the voice of the Odia music world's unforgettable vocalist Pranab Patnaik has gone silent forever. A crowd of dignitaries has gathered at the residence to pay their last respects to this great artist, who has dominated the world of Odia music for six decades. #PranabPatnaik #OdiaSinger #OdishaMusic #FinalJourney #HareramaHareKrishna #RipPranabPatnaik #OdiaLegend #OdishaMourns #MusicIcon #Bhubaneswar #BreakingNewsOdisha #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

6 days ago
6


