ARTICLE AD BOX
Massive Nepal Flood & Landslide: 157 Dead, 105 Indians Missing | China-Nepal Border Crisis A catastrophic flash flood has wreaked havoc in Nepal and the Tibet border region, claiming over 157 lives. The disaster was triggered by a landslide in Tibet, causing a natural dam to burst and sending 10-meter high water walls into Bhote Koshi and Trishuli rivers. Significant infrastructure, including the Miteri Bridge and 19 others, has been washed away. Over 100 Indian tourists, many on the Kailash Mansarovar Yatra, are currently missing. ନେପାଳ ଏବଂ ଚୀନର ତିବ୍ଦତ ସୀମାନ୍ତରେ ପ୍ରଳୟଙ୍କରୀ ବନ୍ୟା ଯୋଗୁଁ ସ୍ଥିତି ସଂଗୀନ ହୋଇପଡ଼ିଛି। ଚୀନରେ ହ୍ରଦ ଫାଟିବା ପରେ ଭୋଟେ କୋଶୀ ଓ ତ୍ରିଶୂଳୀ ନଦୀରେ ୧୦ ମିଟର ଉଚ୍ଚର ବନ୍ୟା ଜଳ ମାଡ଼ି ଆସିବା ଫଳରେ ବହୁ ଧନଜୀବନ ନଷ୍ଟ ହୋଇଛି। ୧୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଭାରତୀୟ ପର୍ଯ୍ୟଟକ ନିଖୋଜ ଥିବାରୁ ଉଦ୍ଧାର କାର୍ଯ୍ୟ ଜୋରଦାର କରାଯାଇଛି। #NepalFlood2026 #NepalLandslide #TibetFlood #KailashMansarovarYatra #NaturalDisaster #NepalCrisis #IndianTouristsMissing #RescueOperation #IndianAirForce #NepalArmy #PrayForNepal #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

12 hours ago
5


