Monsoon session: ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ

2 days ago 4
ARTICLE AD BOX

ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୯ଟି କାର୍ଯ୍ୟଦିବସ ରହିବ। ଏହା ମଧ୍ୟରେ ୮ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟଦିବସ ରହିଛି।

 (Wikipedia) Photograph: (Wikipedia)

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୯ଟି କାର୍ଯ୍ୟଦିବସ ରହିବ। ଏହା ମଧ୍ୟରେ ୮ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟଦିବସ ରହିଛି। ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ଚତୁର୍ଥ ଶନିବାର ଏବଂ ରବିବାର ଯୋଗୁଁ ଗୃହକାର୍ଯ୍ୟ ବନ୍ଦ ରହିବ।

Business Opinion: ବଣିଜ ବିଚାର: ଗୋଖାଦ୍ୟ ଉଦ୍ୟୋଗରେ ବି ଆମେ ପଛୁଆ

ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ। ବିଧାନସଭା ଅଧିବେଶନ କାର୍ଯ୍ୟସୂଚୀ ସମ୍ପର୍କରେ ବିଧାନସଭା ସଚିବ ସତ୍ୟବ୍ରତ ରାଉତ ସଂସଦୀୟ ବ୍ୟାପାର ବିଭାଗକୁ ଚିଠି ଲେଖି ଅବଗତ କରାଇଛନ୍ତି।

Vedanta: ୨୨,୦୦୦ ପରିବାରକୁ ସୌରଶକ୍ତି ଆଲୋକ ପ୍ରଦାନ କରୁଛି ବେଦାନ୍ତର ପ୍ରକଳ୍ପ ଜ୍ୟୋତି

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.