ARTICLE AD BOX
Monsoon Withdrawal Begins In Odisha: Rain & Thunderstorm Alert | Argus News ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ର କିଛି ଅଞ୍ଚଳରୁ ମୌସୁମୀ ବିଦାୟ ନେବା ଆରମ୍ଭ କରିଛି। ଅନ୍ୟପକ୍ଷରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ ସମେତ ଏକାଧିକ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଟକା ପବନ ସହ ବିଜୁଳି ଓ ଘଡ଼ଘଡ଼ି ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ଥିବା ବେଳେ ବାକି ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। #OdishaWeather #WeatherUpdate #MonsoonOdisha #IMDBhubaneswar #RainWarning #ThunderstormAlert #OdishaMonsoon #WeatherForecast #ClimateUpdate #OdishaUpdates #ArgusUpdate #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. Odisha News , Breaking News, Live news updates, Odia News Live, Live Odia News, Latest odisha news, odisha news today, odisha politics, odisha latest updates **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

2 weeks ago
6


