ARTICLE AD BOX
Mule Account Holder Arrested From Mayurbhanj In Rs 9 Lakh Cyber Fraud Case | Argus News ଭୁବନେଶ୍ୱର ସାଇବର ଥାନାକୁ ବଡ଼ ସଫଳତା । ମ୍ୟୁଲ୍ ଆକାଉଣ୍ଟ ଜରିଆରେ ସାଇବର ଠକେଇ ଟଙ୍କା କାରବାର ଅଭିଯୋଗରେ ମୟୂରଭଞ୍ଜରୁ ରାଜେନ୍ଦ୍ର ସିଂ ନାମକ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି । ୨୦୨୫ ଜୁନ୍ ୨୫ରେ ଖଣ୍ଡଗିରି ଅଞ୍ଚଳର ଜଣେ ବ୍ୟକ୍ତି ୯ ଲକ୍ଷ ଟଙ୍କା ସାଇବର ଠକେଇର ଶିକାର ହୋଇ ସାଇବର ଥାନାରେ ଅଭିଯୋଗ କରିଥିଲେ । ଫେସବୁକ୍ରେ ଆସିଥିବା କ୍ରେଡିଟ୍ କାର୍ଡ ଅଫରରେ ଥିବା ଲିଙ୍କରେ କ୍ଲିକ୍ କରିବା ପରେ ଠକ ନିଜକୁ ବ୍ୟାଙ୍କ ଅଧିକାରୀ ପରିଚୟ ଦେଇଥିଲା । Bhubaneswar Cyber Police Station has achieved great success. The police have arrested a man named Rajendra Singh from Mayurbhanj on charges of cyber fraud through a mule account. On June 25, 2025, a man from Khandagiri area had filed a complaint with the cyber police station after being duped of Rs 9 lakh by a cyber fraudster. After clicking on a link in a credit card offer on Facebook, the fraudster introduced himself as a bank official. #CyberCrime #BhubaneswarCyberPolice #MuleAccount #CyberSecurity #MayurbhanjNews #OnlineFraud #PoliceAction #OdishaCrime #CyberAlert #MoneyLaundering #Khandagiri #DigitalFraud #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

5 days ago
7


