Warning: session_start(): open(/home/z0bkvexwnqtm/public_html/cgpt.in/src/var/sessions/sess_hhtdqmcan4o5ffovrm0n8e4c77, O_RDWR) failed: Disk quota exceeded (122) in /home/z0bkvexwnqtm/public_html/cgpt.in/src/bootstrap.php on line 59

Warning: session_start(): Failed to read session data: files (path: /home/z0bkvexwnqtm/public_html/cgpt.in/src/var/sessions) in /home/z0bkvexwnqtm/public_html/cgpt.in/src/bootstrap.php on line 59
National Sports Day: ଜାତୀୟ କ୍ରୀଡ଼ା ଦିବସ - CGPT.IN

National Sports Day: ଜାତୀୟ କ୍ରୀଡ଼ା ଦିବସ

53 minutes ago 1
ARTICLE AD BOX

ଭାରତୀୟ ହକିର କିଂବଦନ୍ତି ପୁରୁଷ ମେଜର ଧ୍ୟାନଚାନ୍ଦ ସିଂହ ୧୯୦୫ ଅଗଷ୍ଟ ୨୯ରେ ଜନ୍ମ ହୋଇଥିଲେ। ତାଙ୍କ ଜନ୍ମଦିନକୁ ଆମ ଦେଶରେ ଜାତୀୟ କ୍ରୀଡ଼ା ଦିବସ ଭାବରେ ପାଳନ କରାଯାଉଛି। ଆନ୍ତର୍ଜାତିକ ହକିରେ ସେ ବ୍ୟକ୍ତିଗତ ଭାବେ ୪୦୦ରୁ ଅଧିକ ଗୋଲ୍ ଦେଇଥିଲେ।

Advertisment

Raksha Bandhan 2026: ଶ୍ରୀ ଜଗନ୍ନାଥଙ୍କୁ ରାଖୀ ବାନ୍ଧିଲେ ୨୦୦୦ରୁ ଅଧିକ ମହିଳା

ତାଙ୍କ ନେତୃତ୍ବରେ ଭାରତ ଦଳଗତ ଭାବେ ୧୯୨୮, ୧୯୩୨ ଓ ୧୯୩୬ରେ ଲଗାତାର ସ୍ବର୍ଣ୍ଣ ପଦକ ଜିତିଥିଲା। ଏହି ଦିବସ ପାଳନ ଆମ ଦୈନନ୍ଦିନ ଜୀବନରେ କ୍ରୀଡ଼ା ଏବଂ ବିଭିନ୍ନ ଶାରୀରିକ କାର୍ଯ୍ୟକଳାପର ଗୁରୁତ୍ବପୂର୍ଣ୍ଣ ଭୂମିକା ବାବଦରେ ଆମକୁ ସଚେତନ କରାଉଛି।

Real identity: କଥାଟିଏ-ଯାଯାବର: ଅସଲ ପରିଚୟ

Read Entire Article
LEFT SIDEBAR AD

Hidden in mobile, Best for skyscrapers.