ARTICLE AD BOX
Odisha DGP Appointment: Supreme Court To Hear Key Plea Today; Will The Stay Be Vacated? | Argus News ଆଜି ସୁପ୍ରିମକୋର୍ଟରେ ହେବ ଓଡ଼ିଶାର ଡିଜିପି ନିଯୁକ୍ତି ସଂପର୍କିତ ମାମଲାର ଶୁଣାଣି। ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ ଜଷ୍ଟିସ୍ ଜୟମାଳା ବାଗଚୀ ଓ ଜଷ୍ଟିସ୍ ଭି. ମୋହନାଙ୍କୁ ନେଇ ଗଠିତ ତିନିଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ। ନୂଆ ଡିଜିପି ଚୟନ ପ୍ରକ୍ରିୟା ଉପରେ ସୁପ୍ରମକୋର୍ଟ ସାମୟିକ ରୋକ୍ ଲଗାଇଥିବାରୁ ନିଯୁକ୍ତି ପ୍ରକ୍ରିୟା ଅଟକି ରହିଛି। ଗତ ୧୬ ତାରିଖରେ ପୂର୍ବତନ ଡିଜିପି ୱାଇ. ବି. ଖୁରାନିଆ ଅବସର ଗ୍ରହଣ କରିବା ପରେ ରାଜ୍ୟ ସରକାର ୧୯୯୩ ବ୍ୟାଚ୍ର ବରିଷ୍ଠ ଆଇପିଏସ୍ ଅଧିକାରୀ ଓ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଅନ୍ତରୀଣ ଡିଜିପି ଭାବେ ନିଯୁକ୍ତ କରିଛନ୍ତି। The Supreme Court will hear the matter related to the appointment of the DGP of Odisha today. A three-judge bench headed by Chief Justice Surya Kant, comprising Justice Jaimala Bagchi and Justice V. Mohana, will hear the matter. The appointment process is on hold as the Supreme Court has temporarily stayed the selection process for the new DGP. After the retirement of former DGP Y. B. Khurania on the 16th, the state government has appointed senior IPS officer of the 1993 batch and DG of Crime Branch Binaytosh Mishra as the interim DGP. #OdishaDGP #SupremeCourt #LegalUpdate #OdishaPolice #DGPNiyukti #ChiefJusticeSuryaKant #IPSOfficer #OdishaNews #JudiciaryIndia #BreakingNewsOdisha #ArgusNewsOdia #OdishaGovernment #PoliceAdministration #SupremeCourtHearing #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
6


