ARTICLE AD BOX
Odisha Food Safety Dept Raids Ahead Of Festive Season; 3605 Kg Adulterated Food Destroyed ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟରେ ଖାଦ୍ୟର ଗୁଣବତ୍ତା ଓ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ଅଭିଯାନ ଆରମ୍ଭ ହୋଇଛି। ଖାଦ୍ୟ ସୁରକ୍ଷା କମିଶନର ପୋମା ଟୁଡୁଙ୍କ ତତ୍ୱାବଧାନରେ ରାଜ୍ୟର ବିଭିନ୍ନ ଜିଲ୍ଲା, ଉପଖଣ୍ଡ ଓ ପୌରାଞ୍ଚଳରେ ଥିବା ଖାଦ୍ୟ ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକରେ ଏହି ଚଢ଼ାଉ ଜାରି ରହିଛି। ଏହି ଅଭିଯାନ ମାଧ୍ୟମରେ ଆଜି ପର୍ଯ୍ୟନ୍ତ ମୋଟ ୩ ହଜାର ୬୦୫ କିଲୋଗ୍ରାମ ଅପମିଶ୍ରିତ ଓ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ କରାଯିବା ସହ ୪୭୫ଟି ନମୁନା ପରୀକ୍ଷା ପାଇଁ ସଂଗ୍ରହ କରାଯାଇଛି । In a major drive to ensure food safety ahead of the festive season, the Odisha Food Safety Department has launched a massive inspection campaign across the state. Under the supervision of Food Safety Commissioner Poma Tudu, raids were conducted in various districts, resulting in the destruction of 3,605 kg of adulterated and sub-standard food items. #FoodSafety #OdishaRaid #PomaTudu #Adulteration #FestiveSeason #HealthyEating #FoodInspection #PublicHealth #OdishaGovernment #ConsumerAwareness #BreakingNews #OdishaNews #OdiaNews #NewsUpdate #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
2


