ARTICLE AD BOX
Odisha Govt To Set Up 10 Solar Power Projects Under OASBY Scheme | Rural Power Update | Argus News ଓଡ଼ିଶାର ଗ୍ରାମାଞ୍ଚଳରେ ବିଦ୍ୟୁତ୍ ବଣ୍ଟନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ଯୋଜନା’ (OASBY) ଅଧୀନରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧୦ଟି ନୂଆ ସୌର ବିଦ୍ୟୁତ୍ ପ୍ରକଳ୍ପ ପ୍ରତିଷ୍ଠା କରାଯିବ। ପ୍ରାୟ ୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ଦିନବେଳେ ନିରବଚ୍ଛିନ୍ନ ବିଦ୍ୟୁତ୍ ମିଳିବା ସହ ବିଦ୍ୟୁତ୍ ପରିବହନଜନିତ କ୍ଷତି ମଧ୍ୟ ହ୍ରାସ ପାଇବ। #SolarPowerOdisha #OASBY #RenewableEnergy #GreenOdisha #PMKusum #PowerSectorOdisha #RuralDevelopment #SustainableEnergy #SolarEnergyNews #CleanEnergy #OdishaDevelopment #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
1


