ARTICLE AD BOX
୨୫ ବର୍ଷ ଭିତରେ ରାଜ୍ୟରେ ରେକର୍ଡ ଭାଙ୍ଗିଲା ବର୍ଷା । ମାତ୍ର ତିନି ମାସରେ ୧୧ଶହ ମିଲିମିଟର ବର୍ଷା ପରେ ପୁଣି ବନ୍ୟା ସ୍ଥିତି । କ୍ଷୟକ୍ଷତିର ସମୀକ୍ଷା ପରେ ବିପନ୍ନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହଜାରେ କୋଟିର ପ୍ୟାକେଜ । ୬ଟି ଜିଲ୍ଲାର ୯ ଲକ୍ଷ ୪୦ ହଜାର ଲୋକ ବନ୍ୟା ପ୍ରଭାବିତ । ୩ ଲକ୍ଷ ୭୦ ହଜାର ଲୋକ ସ୍ଥାନାନ୍ତର । ମୁଖ୍ୟମନ୍ତ୍ରୀ କହିଲେ, ଜିରୋ କାଜୁଆଲିଟି ଆମର ଟାର୍ଗେଟ୍ । #OdishaFlood #RainRecord #MohanMajhi #ReliefPackage #OdishaRain #FloodUpdate #DisasterManagement #ZeroCasualty #BreakingNews #OdishaNews #OdiaNews #ArgusNews #WeatherUpdate ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
8


