Odisha Teachers’ Protest Put on Hold After 21 Days: Ministers Assure Early Resolution | Argus News

48 minutes ago 1
ARTICLE AD BOX


୨୧ ଦିନ ପରେ ସ୍ଥଗିତ ରହିଲା ଶିକ୍ଷକ ଆନ୍ଦୋଳନ! ସରକାରଙ୍କ ଉପରେ ବିଶ୍ୱାସ ରଖି ଆନ୍ଦୋଳନ ବନ୍ଦ କରି ଘରକୁ ଫେରିବାକୁ ଶିକ୍ଷକମାନଙ୍କୁ ଅପିଲ୍ କରିଛନ୍ତି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପରେ ଆସନ୍ତା ସେପ୍ଟେମ୍ବର ୨୨ ପର୍ଯ୍ୟନ୍ତ ଆନ୍ଦୋଳନ ସ୍ଥଗିତ ରଖିବାକୁ କୋର୍ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। #TeachersProtest #OdishaUpdate #LowerPMG #GovtAssurance #EducationNews #TeacherStrike #MohanMajhiGovt #PrithvirajHarichandan #ArgusSpecial #OdishaNews #OdiaNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.