Odisha Weather: Rain Forecast For Dussehra & Low Pressure Update | Argus News

1 week ago 6
ARTICLE AD BOX


Odisha Weather: Rain Forecast For Dussehra & Low Pressure Update | Argus News ଦଶହରାରେ ବର୍ଷା ହେବ ନା ରହିବ ଶୁଖିଲା ପାଗ? ପାର୍ବଣ ଋତୁରେ ରାଜ୍ୟରେ ପାଣିପାଗର ମିଜାଜ୍ କିଭଳି ରହିବ, ସେନେଇ ସ୍ପଷ୍ଟ କରିଛି ପାଣିପାଗ ବିଭାଗ। ରାଜ୍ୟରେ ଟ୍ରପ୍ ଲାଇନ୍ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଓ ଆସନ୍ତାକାଲି କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁସାରେ, ନବମୀ ଓ ବିଜୟା ଦଶମୀରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ଥିବାରୁ ଲୋକଙ୍କ ପୂଜା ବୁଲାବୁଲିରେ ବର୍ଷା ବାଧକ ସାଜିବ ନାହିଁ। ସେପଟେ ଅକ୍ଟୋବର ୨୨ ପରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। #OdishaWeather #WeatherUpdate #DussehraWeather #RainAlert #OdishaRain #IMDAlert #LowPressure #DurgaPuja2026 #YellowWarning #BhubaneswarWeather #WeatherForecast #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. Odisha News , Breaking News, Live news updates, Odia News Live, Live Odia News, Latest odisha news, odisha news today, odisha politics, odisha latest updates **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.