ARTICLE AD BOX
OSCPCR Chairperson Babita Patra Visits Jajpur Flood Affected Areas | Argus News ଯାଜପୁର ଦଶରଥପୁର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର। ନଦୀ ବନ୍ଧରେ ଆଶ୍ରୟ ନେଇଥିବା ବନ୍ୟା ବିପନ୍ନ, ବିଶେଷ କରି ଶିଶୁ ଓ ବାଳିକାମାନଙ୍କ ସହ ସେ ଆଲୋଚନା କରି ସେମାନଙ୍କ ସମସ୍ୟା ପଚାରି ବୁଝିଛନ୍ତି। State Commission for Protection of Child Rights (OSCPCR) Chairperson Babita Patra visited the flood-affected areas of Dasarathpur block in Jajpur district to review the situation on the ground. She interacted directly with the displaced families taking shelter on the river embankments, paying special attention to children and young girls. #JajpurFloods #Dasarathpur #BabitaPatra #OSCPCR #OdishaFloods #FloodRelief #ChildProtection #GroundReport #JajpurNews #ArgusNewsLive #OdishaUpdate #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
5


