ARTICLE AD BOX
PM Modi Warns Against 'Dimagi Naxals' in 80th Independence Day Speech at Red Fort | Argus News ଦମନ ହୋଇଛି ଶସସ୍ତ୍ର ନକ୍ସଲ, ହେଲେ ମାଓ ଚିନ୍ତାଧାରାର ଲୋକେ ଏବେ ବି ଅଛନ୍ତି । ଏମାନଙ୍କୁ ଚିହ୍ନଟ କରି ସମାଜରୁ ଅଲଗା କରିବାକୁ ପଡ଼ିବ । ଲାଲକିଲ୍ଲା ପାଚେରୀରୁ ଏଭଳି ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୮୦ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଦେଶ ସଶସ୍ତ୍ର ନକ୍ସଲବାଦକୁ ସଫଳତାର ସହ ଦୁର୍ବଳ କରାଯାଇଛି । Armed Naxals have been suppressed, but people with Maoist ideology still exist. They need to be identified and separated from the society. Prime Minister Narendra Modi has given such a call from the ramparts of the Red Fort. Addressing the nation from the ramparts of the Red Fort on the occasion of the 80th Independence Day, Prime Minister Modi said that the armed Naxalism in the country has been successfully weakened. #PMModi #IndependenceDay2024 #RedFortSpeech #NarendraModi #DimagiNaxal #ViksitBharat #LalQuila #Naxalism #Maoist #IndiaAt80 #Development #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
8


