PNB: ପିଏନ୍‌ବି ଭୁବନେଶ୍ୱର ମଣ୍ଡଳ କାର୍ଯ୍ୟାଳୟର କ୍ରୀଡ଼ା ଉତ୍ସବ

1 hour ago 2
ARTICLE AD BOX

ସେଞ୍ଚୁରିଅନ୍‌ ୟୁନିଭରସିଟି ଗ୍ରାଉଣ୍ଡ୍‌ଠାରେ ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (ପିଏନ୍‌ବି) ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ଶାରଦୀୟ ଖେଳ ଉତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ମଣ୍ଡଳ ଅନ୍ତର୍ଗତ ବିଭିନ୍ନ ଶାଖାରେ କାର୍ଯ୍ୟରତ ୧୨୦ରୁ ଊର୍ଦ୍ଧ୍ୱ ପୁରୁଷ...

 ପିଏନ୍‌ବି ଭୁବନେଶ୍ୱର ମଣ୍ଡଳ କାର୍ଯ୍ୟାଳୟର କ୍ରୀଡ଼ା ଉତ୍ସବ

ଭୁବନେଶ୍ୱର: ସେଞ୍ଚୁରିଅନ୍‌ ୟୁନିଭରସିଟି ଗ୍ରାଉଣ୍ଡ୍‌ଠାରେ ରାଷ୍ଟ୍ରାୟତ୍ତ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (ପିଏନ୍‌ବି) ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ଶାରଦୀୟ ଖେଳ ଉତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ମଣ୍ଡଳ ଅନ୍ତର୍ଗତ ବିଭିନ୍ନ ଶାଖାରେ କାର୍ଯ୍ୟରତ ୧୨୦ରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା କର୍ମଚାରୀ ଏଥିରେ ଅଂଶଗ୍ରହଣ କରିଥିଲେ। ଆଞ୍ଚଳିକ ପ୍ରବନ୍ଧକ ଭୂଷଣ ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୀଡ଼ା ଉତ୍ସବକୁ ଉଦ୍‌ଘାଟନ କରିଥିଲେ। ଉପ-ଆଞ୍ଚଳିକ ମୁଖ୍ୟ କ୍ଷେତ୍ରବାସୀ ମିଶ୍ର ଏବଂ ଭୁବନେଶ୍ୱର ମଣ୍ଡଳ ମୁଖ୍ୟ ରମେଶ କୁମାର ସାମଲ ମଧ୍ୟ ଉପସ୍ଥିତ ଥିଲେ। 

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.