Police Act Section 30: ପୁଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର

1 hour ago 2
ARTICLE AD BOX

ପୁରୀ (ବିବୁଧ ମହାନ୍ତି): ପୁରୀ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଦିବ୍ୟ ଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶ କ୍ରମେ ପୁଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରା ଯାଇଛି। ଏହା ଅଗଷ୍ଟ ୨୦ ତାରିଖ ଠାରୁ ନଭେମ୍ବର ୧୭  ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୁଲିସ ଷ୍ଟେସନ ଅଞ୍ଚଳ, ପୁରୀ ମହାନଗର ନିଗମ, ପିପିଲି, କୋଣାର୍କ ଓ ନିମାପଡ଼ା ଏନ୍‌ଏସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାରକୁ ବେଆଇନ ଘୋଷଣା କରାଯାଇଛି ବୋଲି ଏସ ପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

Advertisment

Low BP in Children: ଜ୍ୱରରେ କମିପାରେ ପିଲାଙ୍କ ବିପି, ଜାଣନ୍ତୁ ତୁରନ୍ତ ବଞ୍ଚିବାର ଜରୁରୀ ଉପାୟ

Read Entire Article
LEFT SIDEBAR AD

Hidden in mobile, Best for skyscrapers.