Ratna Bhandar: ଆସନ୍ତା ୩୧ ଓ ସେପ୍ଟେମ୍ବର ୧ ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

5 days ago 3
ARTICLE AD BOX

ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।

Advertisment

ଶ୍ରଦ୍ଧାଳୁଙ୍କ ସହଯୋଗ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଉକ୍ତ ଦିନ ଗଣତି ମଣତି କରିବା ନିମନ୍ତେ ନିଷ୍ପତି ନିଆଯାଇଛି। ଶ୍ରଦ୍ଧାଳୁମାନଙ୍କର ସହଯୋଗ କାମନା କରିଛି ଶ୍ରୀମନ୍ଦିର ପ୍ରଶାସନ । 

Student: ଯୁକ୍ତ ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Read Entire Article
LEFT SIDEBAR AD

Hidden in mobile, Best for skyscrapers.