Road Accident: ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ୍: ୬ ମୃତ, ୩୦ରୁ ଅଧିକ ଗୁରୁତର

1 day ago 4
ARTICLE AD BOX

ତେଲେଙ୍ଗାନାର ସୂର୍ଯ୍ୟପେଟ୍‌ରେ ଘଟିଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା। ହାଇଦ୍ରାବାଦରୁ ବିଜୟୱାଡା ଯାଉଥିବା ଏକ ଫ୍ରେଶବସ୍ ଇଲେକ୍ଟ୍ରିକ୍ ବସ୍‌କୁ ଲୁହା ରଡ୍ ବୋଝେଇ ଟ୍ରକ୍ ଧକ୍କା ଦେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।

 (sambad.in) Telangana Road Accident Photograph: (sambad.in)

ତେଲେଙ୍ଗାନା: ତେଲେଙ୍ଗାନାର ସୂର୍ଯ୍ୟପେଟ୍‌ରେ ଘଟିଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା। ହାଇଦ୍ରାବାଦରୁ ଆନ୍ଧ୍ରପ୍ରଦେଶର ବିଜୟୱାଡା ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଲୁହା ରଡ୍ ବୋଝେଇ ଟ୍ରକ୍ ଧକ୍କା ଦେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି।

୩୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ

ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।

Violent Gang Attack: ଗୁଳି, ଅପହରଣ ଓ ରକ୍ତପାତ: ହାଇତିରେ  ୨୪ ଘଣ୍ଟାର ନରସଂହାର

Advertisment

Sambad Whatsapp

Sambad is now on WhatsApp

Join and get latest news updates delivered to you via WhatsApp

Read Entire Article
LEFT SIDEBAR AD

Hidden in mobile, Best for skyscrapers.