ARTICLE AD BOX
Ship Sinks In Bay Of Bengal: Navy & Coast Guard Search For 22 Missing Crew Members | Argus News ବଙ୍ଗୋପସାଗରରେ 'ଏମ୍ଭି ଓସିଏନ୍ ୱିନର୍' ନାମକ ଏକ ପାନାମା-ପତାକାବାହୀ ମାଲବାହୀ ଜାହାଜ ବୁଡ଼ିଯିବା ପରେ ନିଖୋଜ ଥିବା ୨୨ ଜଣ କର୍ମଚାରୀଙ୍କୁ ଖୋଜିବା ପାଇଁ କୋଷ୍ଟଗାର୍ଡ ଏବଂ ନୌସେନା ପକ୍ଷରୁ ବ୍ୟାପକ ଉଦ୍ଧାର ଅଭିଯାନ ଜାରି ରହିଛି । : ଜାହାଜରେ ମୋଟ ୨୪ ଜଣ କର୍ମଚାରୀ ଥିବା ବେଳେ ୨ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ସେମାନେ ଦୁହେଁ ଚୀନ୍ର ନାଗରିକ ଏବଂ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା କୋଷ୍ଟଗାର୍ଡ ପକ୍ଷରୁ କୁହାଯାଇଛି A massive rescue operation is underway by the Coast Guard and Navy to find 22 crew members who are missing after a Panama-flagged cargo ship 'MV Ocean Winner' capsized in the Bay of Bengal. Two of the 24 crew members on board have been rescued alive. Both are Chinese nationals and are in stable condition, the Coast Guard said. #ShipSinking #BayOfBengal #IndianNavy #CoastGuard #RescueMission #MVOceanWinner #ParadipPort #MaritimeNews #SearchAndRescue #OceanAccident #BreakingNewsIndia #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

3 days ago
4


