State Human Rights Commission ବିରଜା ଶଙ୍କର ମିଶ୍ର ହେଲେ ରାଜ୍ୟ ମାନବାଧିକାର କମିସନ ସଦସ୍ୟ

2 months ago 17
ARTICLE AD BOX

ଭୁବନେଶ୍ବର: ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ନି‌ର୍ଦ୍ଦେଶକ୍ରମେ ଆଜି (ମଙ୍ଗଳବାର) ରାଜ୍ୟ ମାନବାଧିକାର ଆୟୁକ୍ତ (କମିସନ) ସଦସ୍ୟ ଭାବେ ବରିଷ୍ଠ ଆଇନଜୀବୀ ବିରଜା ଶଙ୍କର ମିଶ୍ରଙ୍କୁ ନିଯୁକ୍ତ କରାଯାଇଛି। 

Advertisment

Human right Commission


ଏନେଇ ଆଇନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି (୧୧୫୪୫/୧୮ ଅଗଷ୍ଟ ୨୦୨୬) ଅନୁସାରେ ମାନବାଧିକାର ଆଇନ ୧୯୯୩ର ଧାରା ୧ ଓ ଉପଧାରା ୨୨ ଅନୁସାରେ ଶ୍ରୀ ମିଶ୍ରଙ୍କୁ ନିଯୁକ୍ତି ଦିଆଯାଇଛି।  ସେ କାର୍ଯ୍ୟଭାର ଗ୍ରହଣ କରିବା ଠାରୁ ଏହା କାର୍ଯ୍ୟକାରୀ ହେବ ବୋଲି ଦର୍ଶାଯାଇଛି। ସୂଚନାଯୋଗ୍ୟ, ବିରଜା ମିଶ୍ର, କେନ୍ଦୁଝରର ନାରାୟଣ ମିଶ୍ରଙ୍କ ପୁତ୍ର ଅଟନ୍ତି। 

Read Entire Article
LEFT SIDEBAR AD

Hidden in mobile, Best for skyscrapers.