Subarnarekha Flood Havoc in Balasore | 1 Lakh People Affected in 40 Panchayats | Argus News

1 week ago 2
ARTICLE AD BOX


Subarnarekha Flood Havoc in Balasore | 1 Lakh People Affected in 40 Panchayats | Argus News ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିବା ଫଳରେ ବାଲେଶ୍ବର ଜିଲ୍ଲା ଜଳେଶ୍ବର, ଭୋଗରାଇ, ବାଲିଆପାଳ ଓ ବସ୍ତା ବ୍ଲକ୍‌ରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ବନ୍ୟା ଯୋଗୁ ଶତାଧିକ ଗାଁ ଜଳବନ୍ଦି ହୋଇପଡ଼ିଛି। ଉତ୍ତର ବାଲେଶ୍ବରର ୪୦ଟି ପଞ୍ଚାୟତର ଲକ୍ଷାଧିକ ଲୋକ ପ୍ରଭାବିତ ହୋଇଛନ୍ତି। ବିଶେଷକରି ଭୋଗରାଇ ଓ ବାଲିଆପାଳ ବ୍ଲକ୍‌ର ହଜାର ହଜାର ଲୋକ ଏବେ ପାଣି ଘେରରେ ଅଛନ୍ତି। ଜରୁରୀକାଳୀନ ସ୍ଥିତିର ମୁକାବିଲା ପାଇଁ ଉତ୍ତର ବାଲେଶ୍ବରର ୪ଟି ବ୍ଲକ୍‌ରେ ଓଡ୍ରାଫ୍, ଏନଡିଆରଏଫ୍ ଓ ଅଗ୍ନିଶମ ବାହିନୀକୁ ନିୟୋଜିତ କରାଯାଇଛି। The flood situation in Jalasar, Bhograi, Baliapal and Basta blocks of Balasore district has become serious due to the flood. Hundreds of villages have been waterlogged due to the flood. Lakhs of people from 40 panchayats of North Balasore have been affected. Thousands of people are now under water, especially in Bhograi and Baliapal blocks. ODRF, NDRF and fire brigade have been deployed in 4 blocks of North Balasore to deal with the emergency. #BalasoreFlood #SubarnarekhaRiver #OdishaFloodUpdate #JaleswarNews #BhograiFlood #NDRFRescue #ODRAF #BaliapalNews #BastaFlood #FloodAlertOdisha #EmergencyRescue #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.