Supreme Court Rejects Plea To Change De*th Penalty Mode; Hanging Process To Continue | Argus News

1 week ago 6
ARTICLE AD BOX


Supreme Court Rejects Plea To Change De*th Penalty Mode; Hanging Process To Continue | Argus News ମୃତ୍ୟୁଦଣ୍ଡ ପାଇଥିବା ଅପରାଧୀଙ୍କ ଫାଶୀଦଣ୍ଡ ପ୍ରକ୍ରିୟା ବଦଳାଇବାକୁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ । ଦେଶରେ ମୃତ୍ୟୁଦଣ୍ଡ ଦେବା ପାଇଁ ଫାଶୀ ଦେବା ପ୍ରକ୍ରିୟା ଜାରି ରହିବ। ସୁପ୍ରିମକୋର୍ଟ ଫାଶୀ ବଦଳରେ ଇଞ୍ଜେକ୍ସନ୍ କିମ୍ବା ଅନ୍ୟାନ୍ୟ କମ୍ ଯନ୍ତ୍ରଣାଦାୟକ ପଦ୍ଧତି ଆପଣାଇବାକୁ ଦାଖଲ ହୋଇଥିବା ଏକ ଜନସ୍ୱାର୍ଥ ମାମଲାକୁ କୋର୍ଟ ଖାରଜ କରିଦେଇଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ବିଚାରପତି ସନ୍ଦୀପ ମେହେଟାଙ୍କୁ ନେଇ ଗଠିତ ଏକ ଖଣ୍ଡପୀଠ ଫାଶୀ ଜରିଆରେ ମୃତ୍ୟୁଦଣ୍ଡ ଦେବାର ସାମ୍ବିଧାନିକ ବୈଧତାକୁ କାଏମ ରଖିଛନ୍ତି। The Supreme Court has dismissed the petition of a death row convict seeking commutation of the death penalty. The death penalty will continue in the country. The Supreme Court has dismissed a public interest litigation filed by a convict seeking to replace hanging with injection or other less painful method. A bench comprising Justices Vikram Nath and Sandeep Mehta upheld the constitutional validity of death penalty by hanging. #SupremeCourt #DeathPenalty #HangingVerdict #LawAndJustice #SCNews #LegalUpdate #CapitalPunishment #JudiciaryIndia #SupremeCourtDecision #ExecutionMode #ArgusNewsOdia #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.