ARTICLE AD BOX
Two Girls Jump Off Mahanadi Bridge In Subarnapur Binika | Rescued By Fishermen | Argus News ମହାନଦୀ ବ୍ରିଜ୍ ଉପରୁ ପାଣିକୁ ଡେଇଁଲେ ଦୁଇ ଯୁବତୀ। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲା ବିନିକାରେ। ମହାନଦୀକୁ ଡେଇଁବା ଦେଖି ଡଙ୍ଗାରେ ମାଛ ମାରୁଥିବା ଲୋକେ ଉଦ୍ଧାର କରିଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କୁ ବିନିକା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛି । ଦୁଇ ଯୁବତୀ ସୁସ୍ଥ ଥିବା ଜଣାପଡ଼ିଛି । ତେବେ କେଉଁ କାରଣରୁ ଡେଇଁଲେ ଦୁଇ ଯୁବତୀ କାରଣ ସ୍ପଷ୍ଟ ହୋଇନାହିଁ । ବିନିକା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। Two young women jumped into the water from the Mahanadi bridge. Such an incident took place in Subarnapur district of Binika. Seeing them jumping into the Mahanadi, people fishing in a boat rescued them. The fire brigade arrived and admitted both of them to the Binika main hospital. The two young women are reported to be healthy. However, it is not clear why the two young women jumped. Binika police have started an investigation into the incident. #MahanadiBridge #BinikaNews #SubarnapurUpdate #RescueMission #ShockingIncident #OdishaNewsUpdate #MahanadiRiver #PoliceInvestigation #BraveFishermen #GirlsRescued #BinikaPolice #OdishaNews #OdiaNews #BreakingNews #ArgusNews ---- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

5 days ago
2


