US-Canada Trade Talks Collapse: US Imposes Massive 50% Tariff On Canadian Goods | Argus News

5 days ago 2
ARTICLE AD BOX


US-Canada Trade Talks Collapse: US Imposes Massive 50% Tariff On Canadian Goods | Argus News ଆମେରିକା ଏବଂ କାନାଡା ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନା ସମ୍ପୂର୍ଣ୍ଣ ବିଫଳ ହୋଇଛି। ଆଉ ଏହା ପରେ କାନାଡା ସାମଗ୍ରୀ ଉପରେ ଆମେରିକା ୫୦ ପ୍ରତିଶତର ଏକ ବଡ଼ ଶୁଳ୍କ ବା ଟାରିଫ୍ ଲାଗୁ କରିଛନ୍ତି। ୱାଶିଂଟନ ଏବଂ ଓଟାୱା ମଧ୍ୟରେ ଚାଲିଥିବା ଉଚ୍ଚସ୍ତରୀୟ ବୈଠକରେ କୌଣସି ସହମତି ପ୍ରକାଶ ନ ପାଇବାରୁ ଆମେରିକା ଏହି କଠୋର ନିଷ୍ପତ୍ତି ନେଇଛି। ଏହି ୫୦ ପ୍ରତିଶତ ଶୁଳ୍କ ଲାଗୁ ହେବା ପରେ ଦୁଇ ଦେଶ ମଧ୍ୟରେ ଚାଲିଥିବା ସୀମାପାର ଉତ୍ପାଦନ କ୍ଷେତ୍ର ଏବଂ ଯୋଗାଣ ଶୃଙ୍ଖଳା ଗମ୍ଭୀର ଭାବେ ପ୍ରଭାବିତ ହେବାର ଆଶଙ୍କା ପ୍ରକାଶ ପାଇଛି। The ongoing trade talks between the US and Canada have completely failed. After this, the US has imposed a huge tariff of 50 percent on Canadian goods. The US has taken this drastic decision after no agreement was reached in the high-level meeting between Washington and Ottawa. After the implementation of this 50 percent tariff, there is a risk that the cross-border production sector and supply chain running between the two countries will be seriously affected. #USCanadaTrade #TradeWar #USATariff #CanadaNews #GlobalEconomy #BreakingNews #InternationalTrade #StockMarketCrash #SupplyChainDisruption #WashingtonDC #Ottawa #EconomicNews #OdishaNews #OdiaNews #ArgusNews ---- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.