ARTICLE AD BOX
Women's Asia Cup: India Vs Pakistan High-Voltage Clash Tonight | Harmanpreet Kaur's 150th T20I | Argus News ମହିଳା ଏସିଆ କପ୍ରେ ଆଜି ଭାରତ ଏବଂ ପାକିସ୍ତାନ ମହିଳା କ୍ରିକେଟ୍ ଦଳ ମଧ୍ୟରେ ମୁକାବିଲା ହେବ। ଅଧିନାୟକ ହରମନପ୍ରୀତ କୌରଙ୍କ ନେତୃତ୍ୱରେ ଭାରତୀୟ ଦଳ ଏହି ମ୍ୟାଚ୍ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି। ଏହି ମ୍ୟାଚ୍ ହରମନପ୍ରୀତଙ୍କ ୧୫୦ତମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ମଧ୍ୟ ଅଟେ। ଏହି ମହାମୁକାବିଲା ଆଜି ରାତି ୮ ଟାରେ ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ। Cricket fans are geared up for the most-awaited clash in the Women's Asia Cup as India takes on Pakistan today. The match will be played at the Dubai International Cricket Stadium at 8:00 PM. This is a milestone game for Indian Captain Harmanpreet Kaur as she plays her 150th T20 International. With players like Smriti Mandhana and Deepti Sharma in great form, India looks dominant. Historically, India has a strong upper hand, winning 14 out of the 17 matches played against Pakistan. #IndVsPak #WomensAsiaCup #CricketNews #HarmanpreetKaur #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 hour ago
2


