ARTICLE AD BOX
ଆମେରିକାକୁ ଭାରତର ଚେତାବନୀ | India Gives Strong Reply To US Over Democracy Remarks | Argus News ଭାରତୀୟ ଗଣତନ୍ତ୍ର ତଥା ନିର୍ବାଚନ ପ୍ରକ୍ରିୟାରେ ହସ୍ତକ୍ଷେପକୁ କୌଣସି ପରିସ୍ଥିତିରେ ଗ୍ରହଣ କରାଯିବ ନାହିଁ ବୋଲି ଆମେରିକାକୁ ସ୍ପଷ୍ଟ ଚେତାବନୀ ଦେଇଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ଆମେରିକୀୟ ପ୍ରତିନିଧି ପ୍ରମିଳା ଜୟପାଲଙ୍କ ବିବାଦୀୟ ବକ୍ତବ୍ୟକୁ ଭିତ୍ତିହୀନ, ଅନାବଶ୍ୟକ ଓ ଅଜ୍ଞାନତାପୂର୍ଣ୍ଣ ବୋଲି କହିଛନ୍ତି ମୁଖପାତ୍ର ରଣଧୀର ଜୟସ୍ବାଲ। ଅନ୍ୟପଟେ ଇଲିନୋଇସ୍ ଗୁଳିକାଣ୍ଡ ଘଟଣାରେ ଗଭୀର ଚିନ୍ତା ପ୍ରକଟ କରିବା ସହ ଆମେରିକାରେ ଭାରତୀୟ ସମ୍ପ୍ରଦାୟଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ଭାରତ ସରକାର ଦୃଢ଼ ଦାବି କରିଛନ୍ତି। #IndiaSlamsUS #MEAIndia #RandhirJaiswal #USIndiaRelations #PramilaJayapal #IndianDiaspora #IllinoisShooting #DiplomaticTies #IndiaUS #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. Odisha News , Breaking News, Live news updates, Odia News Live, Live Odia News, Latest odisha news, odisha news today, odisha politics, odisha latest updates **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate

1 week ago
10


