ARTICLE AD BOX
ଆଜି ସନ୍ଧ୍ୟାରେ ନବୀନ ନିବାସରେ ଦଳର ନବଗଠିତ ମେଡ଼ିଆ ସେଲର ମୁଖ୍ୟ ସଂଯୋଜକ, ସଂଯୋଜକ ଓ ସଭ୍ୟ ମାନଙ୍କ ସହିତ ଦଳର ଗଣମାଧ୍ୟମ କୌଶଳ ସମ୍ପର୍କରେ ଆଲୋଚନା କଲେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ। ଗଣମାଧ୍ୟମ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରଖି ଦଳର ଦୃଷ୍ଟିଭଙ୍ଗୀକୁ ଅଧିକ ପ୍ରଭାବଶାଳୀ ଭାବରେ ପ୍ରସାରିତ କରିବାକୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

3 weeks ago
7


