ARTICLE AD BOX
ଅନୁଗୁଳ ଜିଲ୍ଲା ତାଳଚେରର ଦୁଇଟି ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରକ୍ରିୟା ଜୋରଦାର ହୋଇଛି। ତାଳଚେର ସ୍ୱୟଂ ଶାସିତ ମହାବିଦ୍ୟାଳୟ ଓ ବଲଣ୍ଡାସ୍ଥିତ ନୀଳକଣ୍ଠେଶ୍ବର ମହାବିଦ୍ୟାଳୟରେ ଆଜି ପ୍ରାର୍ଥୀମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

2 weeks ago
5


