ଟ୍ରାଫିକ ଭିତରେ ଫିକା ପଡ଼ିଲା ଦଶହରା ବୁଲା | Cuttack Traffic Chaos On Maha Ashtami Durga Puja | Argus News

1 week ago 6
ARTICLE AD BOX


ଟ୍ରାଫିକ ଭିତରେ ଫିକା ପଡ଼ିଲା ଦଶହରା ବୁଲା | Cuttack Traffic Chaos On Maha Ashtami Durga Puja | Argus News ମହାଷ୍ଟମୀ ତିଥିରେ ମା’ଙ୍କ ଦର୍ଶନ ପାଇଁ କଟକ ସହରକୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଥିବା ବେଳେ ସମଗ୍ର ସହରରେ ସୃଷ୍ଟି ହୋଇଛି ଭୟଙ୍କର ଟ୍ରାଫିକ୍ ଜାମ୍। ଚାରିଆଡ଼େ ଦୁଇଚକିଆ ଓ ଚାରିଚକିଆ ଯାନର ଅସମ୍ଭବ ଭିଡ଼ ଯୋଗୁଁ ଟ୍ରାଫିକ୍ ପୋଲିସ ନିୟନ୍ତ୍ରଣ ବାହାରକୁ ଯାଇଛି ସ୍ଥିତି। ପ୍ରଶାସନ ପକ୍ଷରୁ କରାଯାଇଥିବା ସ୍ୱତନ୍ତ୍ର ‘ୱାନ-ୱେ’ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍ ମାରିଥିବାରୁ ଜନସାଧାରଣ ଘଣ୍ଟା ଘଣ୍ଟା ଫସିରହି କଡ଼ା ଅସନ୍ତୋଷ ପ୍ରକାଶ କରିଛନ୍ତି। #CuttackTraffic #DurgaPujaCuttack #MahaAshtami #CuttackPuja #OneWayTraffic #TrafficCrisis #MillenniumCity #CuttackCity #SilverCity #CommuterWoes #PujaRush #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. Odisha News , Breaking News, Live news updates, Odia News Live, Live Odia News, Latest odisha news, odisha news today, odisha politics, odisha latest updates **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.