ଦେଖନ୍ତୁ ସ୍ୱାମୀଜୀଙ୍କ ଜନ୍ମମାଟିର ଦୃଶ୍ୟ | Swami Laxmanananda Saraswati Birth Centenary Celebration |

6 days ago 2
ARTICLE AD BOX


ଦେଖନ୍ତୁ ସ୍ୱାମୀଜୀଙ୍କ ଜନ୍ମମାଟିର ଦୃଶ୍ୟ | Swami Laxmanananda Saraswati Birth Centenary Celebration | ଆଜି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମ ଦିବସ। ଏଥିପାଇଁ ସ୍ୱାମୀଜୀଙ୍କ ଜନ୍ମସ୍ଥାନ ଅନୁଗୁଳ ଜିଲ୍ଲା ତାଳଚେରର ଗୁରୁଜାଙ୍ଗ ଗାଁରେ ଜନ୍ମ ଶତବାର୍ଷିକୀ ମହୋତ୍ସବ ପାଳନ ହେଉଛି । ସ୍ୱାମୀଜୀଙ୍କର ଜନ୍ମ ଶତବାର୍ଷିକୀ ମହୋତ୍ସବ ସମିତି, ଜିଲ୍ଲା ପ୍ରଶାସନ, ସ୍ଥାନୀୟ ଗ୍ରାମବାସୀ, ଶୁଭେଚ୍ଛୁ, ଅନୁଗାମୀ ଓ ସାଧୁସନ୍ଥଙ୍କ ମିଳିତ ଉଦ୍ୟମରେ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇଛି । । ଏହି ଉତ୍ସବରେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ମନ୍ତ୍ରୀମଣ୍ଡଳର ବହୁ ସଦସ୍ୟଙ୍କ ସମେତ ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥ ଓ ବରେଣ୍ୟ ବ୍ୟକ୍ତିବିଶେଷ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । Today is the birth anniversary of Swami Laxmanananda Saraswati. For this, the birth centenary festival is being celebrated in Gurjang village of Talcher, Angul district, the birthplace of Swamiji. The program has been expedited with the joint efforts of Swamiji's Birth Centenary Festival Committee, district administration, local villagers, well-wishers, followers and devotees. . Sambalpur MP Dharmendra Pradhan, many members of the state ministry, and devotees and dignitaries from different parts of the country are scheduled to participate in this festival. #SwamiLakshmanananda #CentenaryCelebration #TalcherNews #Gurujang #DharmendraPradhan #AngulNews #SpiritualOdisha #VedantaKesari #OdishaUpdate #HinduSaint #IndianCulture #OdishaNews #OdiaNews #BreakingNews #ArgusNews ----- 'ଅର୍ଗସ ନ୍ୟୁଜ୍' ଓଡ଼ିଶାର ଅଗ୍ରଣୀ ନ୍ୟୁଜ୍ ଚ୍ୟାନେଲମାନଙ୍କ ମଧ୍ୟରୁ ଗୋଟିଏ । ଆମେ ସବୁବେଳେ ଲୋକଙ୍କ ପାଖରେ ତାଜା ଖବର ସହ ନିର୍ଭୁଲ ଏବଂ ସଠିକ୍ ଖବର ପହଞ୍ଚାଇବାକୁ ଚେଷ୍ଟା କରୁ । ରାଜନୀତି ସମ୍ପର୍କିତ ଖବର ସହ ବ୍ରେକିଂ ଖବର, ଖେଳ ଖବର, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଖବର, ସ୍ୱାସ୍ଥ୍ୟ ଓ ବ୍ୟବସାୟ ସମ୍ପର୍କିତ ଖବର ଦେଖାଇବାରେ ଆମେ ସବୁବେଳେ ଅନ୍ୟମାନଙ୍କଠାରୁ ଭିନ୍ନ । ତେଣୁ ରାଜ୍ୟର ଯେ କୌଣସି ଖବର ପାଇଁ ଆମ ସହ ଯୋଡ଼ି ହେଇ ରୁହନ୍ତୁ, ଆଉ ଦେଖୁଥାନ୍ତୁ ଅର୍ଗସ ନ୍ୟୁଜ୍ । Argus News brings you the latest and most reliable news updates from Odisha, India, and around the world. As Odisha’s fastest-growing news channel, Argus News is available on satellite TV and across multiple digital platforms, delivering news with speed, accuracy, and responsibility. **** Visit Our Official Website: https://www.argusnews.in/ (Odia) Visit Our Official Website: https://argusenglish.in/ (English) iOS App: http://bit.ly/ArgusNewsiOSApp Android App: http://bit.ly/ArgusNewsAndroidApp Live TV: https://argusnews.in/live-tv/ Facebook: https://www.facebook.com/argusnews.in Youtube : https://www.youtube.com/c/TheArgusNewsOdia Twitter: https://twitter.com/ArgusNews_in Instagram: https://www.instagram.com/argusnewsin Argus News Is Available on: TataPlay channel No - 1780 Airtel TV channel No - 609 Dish TV channel No - 1369 d2h channel No - 1757 SITI Networks HYD - 12 Hathway - 732 GTPL KCBPL - 713 SITI Networks Kolkata - 460 & other Leading Cable Networks You Can WhatsApp Us Your News On- 8480612900 *** #ArgusNews #ArgusNewsLive #ArgusNewsOdisha #ArgusDigital #ArgusSpecial #ArgusNewsOdia #ArgusUpdate
Read Entire Article
LEFT SIDEBAR AD

Hidden in mobile, Best for skyscrapers.