ARTICLE AD BOX
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅନୁଗୁଳ ଜିଲ୍ଲାର ତାଳଚେର ଗସ୍ତ କରିବେ। ତାଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହି ଗ୍ରସ୍ତ ପୂର୍ବରୁ ପୁଲିସ ୫ ଜଣ ବ୍ୟକ୍ତିଙ୍କୁ ଅଟକ ରଖିଛି।
Advertisment
![]()
Sambad is now on WhatsApp
Join and get latest news updates delivered to you via WhatsApp

6 days ago
3


